Explore

Search

January 23, 2026 10:38 pm

ଆଇପିଏଲ୍‌ର ୨୩ତମ ମ୍ୟାଚରେ ମୁହାଁମୁହିଁ ହେବେ ଗୁଜୁରାଟ ଓ ରାଜସ୍ଥାନ ରୟାଲ୍ସ

ଆଜିର ମ୍ୟାଚରେ ଦୁଇ ପୂର୍ବତନ ଚମ୍ପିଆନ୍ ଗୁଜରାଟ ଟାଇଟାନ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବେ l ଉଭୟ ଦଳ ଫର୍ମରେ ଥିବାରୁ ଏହି ମୁକାବିଲା ରୋଚକ ହେବ ବୋଲି ଆଶା କରାଯାଉଛି। ପଞ୍ଜାବ କିଙ୍ଗ୍‌ସକୁ ୨୪୩ ରନ୍‌ କରିବାକୁ ଦେବା ପରେ ଗୁଜରାଟ କ୍ରମାଗତ ୩ଟି ମ୍ୟାଚ୍‌ରେ ସହଜ ବିଜୟ ହାସଲ କରିଛି। ମୁମ୍ବାଇ ଇଣ୍ଡିଆନ୍‌ସ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଓ ସନ୍‌ରାଇଜର୍ସ ହାଇଦରାବାଦ ବିପକ୍ଷରେ ଗୁଜରାଟ ଏହି ୩ଟି ବିଜୟ ହାସଲ କରିଛି। ରାଜସ୍ଥାନ ରୟାଲ୍‌ସ ମଧ୍ୟ ଦୟନୀୟ ଭାବେ ଅଭିଯାନ ଆରମ୍ଭ କରିଥିଲା।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score