Explore

Search

February 12, 2026 12:37 pm

ଓଡ଼ିଶାରେ ହେବ ସେଣ୍ଟର ଅଫ୍ ଏକ୍ସଲେନ୍

ଓଡ଼ିଶାରେ ହେବ ସେଣ୍ଟର ଅଫ୍ ଏକ୍ସଲେନ୍

ରାଜ୍ଯରେ ଅଧ୍ୟୟନରତ ବିଦ୍ୟାର୍ଥୀଙ୍କ ଶିକ୍ଷା ବ୍ୟବସ୍ଥା ଉନ୍ନତ ଓ ଗୁଣାତ୍ମକ ହେବା ସହ ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ ହେବ। ଓଡ଼ିଶାର ଆଇ.ଟି.ଆଇ ଗୁଡ଼ିକୁ ଅଧିକ ସୁଦୃଢ଼ କରିବା, ଆହୁରି ଅଧିକ ‘ବିଶ୍ୱ ଦକ୍ଷତା କେନ୍ଦ୍ର’ ସ୍ଥାପନ, ବିଶେଷକରି ଜନଜାତି ବସବାସ କରୁଥିବା ଅଞ୍ଚଳରେ ଦକ୍ଷତା ବିକାଶ ଶିକ୍ଷାର୍ଥୀଙ୍କ ପାଇଁ ବହୁମୂଖୀ ଭାଷା ଟ୍ରେନିଂ ସେଣ୍ଟର ଏବଂ ସେଣ୍ଟର ଅଫ୍ ଏକ୍ସେଲେନ୍‍ସ ସ୍ଥାପନ ନେଇ ପ୍ରାବଧାନ ରହିଛି। ଲୋକସେବା ଭବନରେ ସୌଜନ୍ୟମୂଳକ ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦ୍ର ଦକ୍ଷତା ବିକାଶ ଓ ଔଦ୍ୟୋଗିକତା ତଥା ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଜୟନ୍ତ ଚୌଧରୀ ସୌଜନ୍ୟମୂଳକ ସାକ୍ଷାତ କରି ଏ ନେଇ ଆଲୋଚନା କରିଛନ୍ତି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score