Explore

Search

May 24, 2025 2:44 am

Genres

ଅକ୍ଷୟ ତୃତୀୟାରେ କୃଷକଙ୍କୁ ଭେଟି ଦେଲେ ମୋହନ ସରକାର

କୃଷିକୂଳର ମହାନ୍ ପର୍ବ ଅକ୍ଷୟ ତୃତୀୟାରେ ସମଗ୍ର ଚାଷୀ ଭାଇଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ କିଷାନ ଟଙ୍କା l କୃଷକଙ୍କ ଖାତାକୁ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଚାଷୀଙ୍କ ଆକାଉଣ୍ଟକୁ ଗଲା ୧୦୨୫ କୋଟି ଟଙ୍କା l ଡିବିଟି ମାଧ୍ୟମରେ ଟଙ୍କା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ l ପ୍ରାୟ ୫୦ ଲକ୍ଷରୁ ଅଧିକ ଚାଷୀଙ୍କ ଆକାଉଣ୍ଟକୁ ଗଲା ଟଙ୍କା l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score