Explore

Search

June 21, 2026 12:51 am

ଆଉ ଚାରୋଟି ଜିଲ୍ଲାରେ ହେବ ମେଡିକାଲ କଲେଜ: ମୁଖ୍ୟମନ୍ତ୍ରୀ

ରାଜ୍ଯରେ ସ୍ୱାସ୍ଥ୍ୟସେବା ଦିଗରେ ତ୍ୱରାନିତ କରିବା ନିମନ୍ତେ ଓଡିଶା ସରକାର ଆଉ ୪ ଜିଲ୍ଲାରେ ନୂଆ ମେଡିକାଲ କଲେଜ ଖୋଲିବାକୁ ଯାଉଛନ୍ତି। ବହୁଦିନ ଧରି ଏହି ଜିଲ୍ଲା ମାନଙ୍କର ଅନେକ ଦାବି ରହିଥିଲା ନିଜ ଅଞ୍ଚଳରେ ଗୋଟିଏ ମେଡିକାଲ କଲେଜ ଖୋଲିବା ପାଇଁ ଫଳରେ ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରତିଷ୍ଠା ହେବ ନୂଆ ମେଡିକାଲ କଲେଜ । ୪ ଟି ନୂଆ ମେଡିକାଲ କଲେଜ୍ ପ୍ରତିଷ୍ଠା ପାଇଁ ଚଳିତ ବର୍ଷ ବଜେଟରେ ବ୍ୟୟ ବରାଦ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score