Explore

Search

August 16, 2026 10:12 pm

ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ

ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ

ଆଜି ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନବନିଯୁକ୍ତ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି। ଓଡ଼ିଶାର ମହାମହିମ ରାଜ୍ୟପାଳ ହରିବାବୁ କମ୍ଭମପତି ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ଥିଲେ।

ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି। ସେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହଙ୍କ କାର୍ଯ୍ୟଭାର ସମ୍ଭାଳିବେ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score