Explore

Search

June 14, 2025 4:19 pm

Genres

ବର୍ଷ ପୂର୍ତ୍ତିରେ ପ୍ରତି ପଞ୍ଚାୟତରୁ ୧୦ ଜଣଙ୍କୁ ମିଳିବ ଘର

ଆଉ ଦିନ କେତୋଟି ପରେ ଓଡ଼ିଶାରେ ମୋହନ ସରକାର ଏକବର୍ଷ ପୂରଣ କରିବେ l ଏହି ଉପଲକ୍ଷେ ସରକାରଙ୍କ ପକ୍ଷରୁ ଗୃହ ଯୋଜନାରେ ୧୦ ହିତାଧିକାରୀଙ୍କୁ ମିଳିବ ଘର l ବର୍ଷ ପୂର୍ତ୍ତି ଅବସରରେ ପଞ୍ଚାୟତିରାଜ ବିଭାଗର ଯୋଜନା ରହିଛି ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ସୂଚନା ଦେଇଛନ୍ତି l ୫ ଦିନ ଭିତରେ ତାଲିକା ଦେବାକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score