ଶ୍ରୀମନ୍ଦିରରେ ରତ୍ନଭଣ୍ଡାର ମରାମତି କାମ ନେଇ ଯାଞ୍ଚ କରିଛନ୍ତି ଗଜପତି ମହାରାଜ l ମନ୍ଦିରର ଦକ୍ଷିଣ ଦ୍ବାର ଦେଇ ଶ୍ରୀମନ୍ଦିର ପ୍ରବେଶ କଲେ ଗଜପତି ଏହି ଯାଞ୍ଚରେ ଏଏସ୍ଆଇ ସୁପରିଟେଣ୍ଡେଣ୍ଟ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଉପସ୍ଥିତ ଥିଲେ l ମରାମତି କାମ କେତେ ଅଗ୍ରସର ହେଲା ସମୀକ୍ଷା କରିଛନ୍ତି l ସୂଚନା ଅନୁଯାୟୀ ଗତବର୍ଷ ରତ୍ନ ଭଣ୍ଡାର ଖୋଲାଯାଇ ଏହାର ମରାମତି କାର୍ଯ୍ୟ ଚାଲୁଥିବା ବେଳେ ଏହା କେତେଦୂର ପର୍ଯ୍ୟନ୍ତ ଚାଲିଛି ଏହାର ତଦାରଖ କରିବା ପାଇଁ ଗଜପତି ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 27