ଆସନ୍ତା ବର୍ଷ ତଥା ୨୦୨୬ ମସିହାରେ ରାଜ୍ଯରେ ଲାଗୁ ହେବାକୁ ଯାଉଛି ନୂଆ ସମବାୟ ନୀତି l ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ l ଓଡ଼ିଶାରେ ୨୦୨୬ ଜାନୁଆରୀ ୩୧ ସୁଦ୍ଧା ନୂଆ ସମବାୟ ନୀତି ଲାଗୁ ହେବ l କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ସହ ବୈଠକ ପରେ ସୂଚନା ମିଳିଛି l ସବୁ ପଞ୍ଚାୟତରେ ଗଠନ ହେବ ସମବାୟ ସମିତି ଓ ଲୋକଙ୍କ ପାଖରେ ପହଞ୍ଚିବ ସମସ୍ତ ସୁବିଧା l ଏଥିସହ ଔଷଧ ସହ ଗ୍ୟାସ୍ ବିତରଣ ବ୍ୟବସ୍ଥା ମଧ୍ଯ ରହିବ l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 19