Explore

Search

March 11, 2026 10:27 am

ଗୋଟିଏ ଦିନରେ କୋଟିଏରୁ ଉର୍ଦ୍ଧ୍ୱ ବୃକ୍ଷରୋପଣ କରି ଗିନିଜ ବୁକ୍ ରେକର୍ଡ କଲା ଓଡିଶା

ଆଜି ପୂର୍ବାହ୍ନରେ ଏକାମ୍ର କଲେଜ ପରିସରରୁ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଲେ ମୁଖ୍ୟମନ୍ତ୍ରୀ। ଦିନ ଦେଢଟାରେ ସଂଖ୍ୟା ଛୁଇଁଥିଲା ୭୫ ଲକ୍ଷ ଚାରାରୋପଣ। ଆଉ ୨ଟାରେ ସଂଖ୍ୟା ପାର ହୋଇଥିଲା କୋଟିଏ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ୭୫ତମ ଜନ୍ମଦିନ ଉପଲକ୍ଷେ ୭୫ ଲକ୍ଷ ବୃକ୍ଷ ରୋପଣ ପାଇଁ ରାଜ୍ୟବ୍ୟାପୀ କାର୍ଯ୍ୟକ୍ରମ ହାତକୁ ନେଇଥିଲେ ସରକାର। ଆଜି ସନ୍ଧ୍ୟା ୫ଟା ସୁଦ୍ଧା କୋଟିଏ ୪୯ ଲକ୍ଷରୁ ଉର୍ଦ୍ଧ୍ୱ ଚାରା ରୋପଣ କରି ପାରିଛି ଓଡିଶା। ଏହି ସଫଳତା ପାଇଁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଦେବା ସହ ସେପ୍ଟମ୍ବର ୩୦ ଯାଏଁ ଏହି ଅଭିଯାନ ଚାଲିଥିବାରୁ ଆହୁରି ବୃକ୍ଷରୋପଣ ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score