Explore

Search

January 14, 2026 11:31 am

ତାଳଚେର ମେଡିକାଲ କଲେଜରେ ଆରମ୍ଭ ହେବ ପାଠପଢା

ଚଳିତ ମାସ ଶେଷ ସୁଦ୍ଧା ବହୁ ପ୍ରତୀକ୍ଷିତ ତାଳଚେର ଠାରେ ନବନିର୍ମିତ ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜରେ ଆରମ୍ଭ ହେବ ମେଡିକାଲ ପାଠପଢ଼ା। ଏନେଇ ସୂଚନା ଦେଲେ ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜର ପ୍ରିନ୍ସିପାଲ ଡାକ୍ତର କୀର୍ତ୍ତିରେଖା ମହାପାତ୍ର। ଡାକ୍ତରୀ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇବାକୁ ୧୪୦ ପ୍ରଫେସର, ଅଧ୍ୟାପକ ନିଯୁକ୍ତ ହୋଇଛନ୍ତି। ନାମଲେଖା ସରିବା ମାତ୍ରେ ଏହି ଶିକ୍ଷାବର୍ଷରୁ ଅର୍ଥାତ୍ ସେପ୍ଟେମ୍ବର ଶେଷ ସୁଦ୍ଧା ପାଠପଢ଼ା ଆରମ୍ଭ ହେବ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score