Explore

Search

September 7, 2026 3:16 pm

ଧାନ କ୍ରୟ ପାଇଁ ନିର୍ଦ୍ଦିଷ୍ଟ ସମୟସୀମା ନିର୍ଦ୍ଧାରଣ କଲେ ରାଜ୍ୟ ସରକାର

ଧାନ କ୍ରୟ ପାଇଁ ନିର୍ଦ୍ଦିଷ୍ଟ ସମୟସୀମା ନିର୍ଦ୍ଧାରଣ କଲେ ରାଜ୍ୟ ସରକାର

କୃଷକମାନଙ୍କୁ ସମସ୍ତ ପ୍ରକାର ଆର୍ଥିକ ସହାୟତା ସହିତ କିପରି ସେମାନଙ୍କ କୃଷିଜାତ ଦ୍ରବ୍ୟର ସଠିକ ବଜାରୀକରଣ କରାଯାଇପାରିବ ସେଥିପାଇଁ ମୋହନ ସରକାର ଧ୍ୟାନ ଦେଉଛନ୍ତି l ସୂଚନାନୁଯାୟୀ ମାର୍ଚ୍ଚ ୩୧ ପରେ ମଣ୍ଡିରୁ ଆଉ ଧାନ କିଣା ହେବନି ବୋଲି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର l ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରୁ ୬୫ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ସରିଛି l ଲକ୍ଷ୍ୟ ମୁତାବକ ୯୦ପ୍ରତିଶତ ଧାନ ସଂଗ୍ରହ ହୋଇସାରିଲାଣି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score