ଆଜି ଓଡିଆ ପକ୍ଷର ଚତୁର୍ଥ ଦିନରେ ସାରା ରାଜ୍ୟରେ ଚାଲିଛି ଓଡ଼ିଆରେ ନାମ ଫଳକ ଅଭିଯାନ – ସଚେତନତା ପଦଯାତ୍ରା l
ଯାହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପ୍ରତ୍ୟେକ ଶିଳ୍ପାନୁଷ୍ଠାନ , ବ୍ୟବସାୟ ପ୍ରତିଷ୍ଠାନର ନାମକରଣ ମାତୃଭାଷା ଓଡ଼ିଆରେ ହୋଇଥିବା ଆବଶ୍ୟକ l ତେଣୁ ଓଡ଼ିଆ ପକ୍ଷ ୨୦୨୫ ପାଳନ ଅବସରରେ ସାରା ରାଜ୍ୟରେ “ଓଡ଼ିଆରେ ନାମ ଫଳକ ଅଭିଯାନ – ସଚେତନତା ପଦଯାତ୍ରା” ର ଆୟୋଜନ କରାଯିବ। ନିଜ ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନ ନାମ ଫଳକ ଓଡ଼ିଆରେ ଲେଖିବା ଏବଂ ଓଡ଼ିଆ ଭାଷାର ସମ୍ମାନ ପାଇଁ ଏହି ପଦଯାତ୍ରାରେ ସାମିଲ ହେବାକୁ ସରକାର ଆହ୍ଵାନ ଦେଇଛନ୍ତି l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |