ଆଜି ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନବନିଯୁକ୍ତ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି। ଓଡ଼ିଶାର ମହାମହିମ ରାଜ୍ୟପାଳ ହରିବାବୁ କମ୍ଭମପତି ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ଥିଲେ।
ଜଷ୍ଟିସ୍ ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି। ସେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂହଙ୍କ କାର୍ଯ୍ୟଭାର ସମ୍ଭାଳିବେ।

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 18