Explore

Search

June 1, 2025 3:44 pm

Genres

ଛୁଇଁବ ମୌସୁମୀ, ରାଜ୍ଯରେ ପ୍ରବଳ ବର୍ଷା

ଆଗାମୀ ୨ରୁ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ l ୨୪ ତାରିଖରେ କେରଳ ଛୁଇଁଛି ମୌସୁମୀ ଜଳବାୟୁ l ରାଜ୍ୟରେ ଜାରି ରହିଛି ପ୍ରାକ ମୌସୁମୀ ବର୍ଷା l ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସ୍ରୁଷ୍ଟି ହୋଇଥିବା ବେଳେ ଉତ୍ତର ଦିଗକୁ ଗତି କରିବ ସୃଷ୍ଟ ଲଘୁଚାପ l ୪୮ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା l ଜୁନ୍ ୧ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି l ରାଜ୍ଯରେ ବିଭିନ୍ନ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଙ୍ଗ୍‌ ଜାରି ହୋଇଥିବା ବେଳେ ଆଗାମୀ ପାଞ୍ଚ ଦିନ ଯାଏଁ ଓଡ଼ିଶାରେ ଅନେକ ଜାଗାରେ ବର୍ଷା ଲାଗି ରହିବ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score