ପୁଣି ଥରେ ମହିଳାଙ୍କୁ ମିଳିବ ସୁଯୋଗ l ଅଗଷ୍ଟ ୯ ପରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ l ବାଦ୍ ପଡ଼ିଥିବା ହିତାଧିକାରୀ ଆବେଦନ କରିବାର ସୁଯୋଗ ପାଇବେ l ପୁନର୍ବାର ହେବ ସଠିକ୍ ସର୍ଭେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି l ଏଣିକି ୨୧ ବର୍ଷ ହେଇଥିବା ମହିଳା କରିପାରିବେ ଆବେଦନ l ଏବେ ସୁଦ୍ଧା ୨ଲକ୍ଷ ଆବେଦନ ଖାରଜ ହୋଇଛି ତେବେ ୬୦ ବର୍ଷ ମହିଳାଙ୍କୁ ମିଳିବନି ସୁଭଦ୍ରା ଟଙ୍କା ବୋଲି ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ସୁଭଦ୍ରାରୁ କଟି ଯାଇଥିବା ସେହି ମହିଳାଙ୍କୁ ମିଳିବ ଭତ୍ତା l ପ୍ରାୟ ୯୩ ହଜାର ମହିଳା ସୁଭଦ୍ରା ଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି l ଅପରପକ୍ଷରେ ଅଗଷ୍ଟ ୯ରେ ସୁଭଦ୍ରା ତୃତୀୟ କିସ୍ତି ଦିଆଯିବ ବୋଲି ପୂର୍ବରୁ ଘୋଷଣା ହୋଇସାରିଛି l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |