Explore

Search

October 15, 2025 1:51 am

Genres

ପ୍ରତିଷ୍ଠା ହେବ ୭୫ଜଣ ବରପୁତ୍ରଙ୍କ ପ୍ରତିମୂର୍ତ୍ତି

ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ପାଇଁ ମିଳିଛି ନିର୍ଦ୍ଦେଶ l ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ l ପ୍ରାୟ ୧୪ କୋଟି ବ୍ୟୟରେ ଓଡ଼ିଶାରେ ୭୫ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ କରାଯିବ ଯାହାର
ସମସ୍ତ କାର୍ଯ୍ୟ ଆସନ୍ତା ବର୍ଷ ଶେଷ ସୁଦ୍ଧା ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score