ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ l ଏ ସଂକ୍ରାନ୍ତରେ ସାରର କୌଣସି ଅଭାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି l ସେପ୍ଟେମ୍ବର ୩୦ ସୁଦ୍ଧା ୯,୫୫,୦୦୦ ମେଟ୍ରିକ ଟନ ସାର ଆବଶ୍ୟକ ଓ ଏହି ଅନୁସାରେ ସାର ଦେଇଛନ୍ତି କେନ୍ଦ୍ର ସରକାର l ପ୍ୟାକ୍ସ ଏବଂ ଲ୍ୟାମ୍ପ୍ସରେ ଠିକ୍ରେ ହେଉ ସାର ଆବଣ୍ଟନ କରାଯିବ ଓ ଠିକ ଭାବରେ ମନିଟରିଂ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି l ଚାଷୀଙ୍କୁ ଆବଣ୍ଟନ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ l ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନେବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |