ସ୍ୱାୟତ୍ତଶାସନ ଦିବସ ଅବସରରେ ଓଡିଶା ସରକାର ବଡ଼ ଘୋଷଣା କରିଛନ୍ତି l ରାଜ୍ଯରେ ପଞ୍ଚାୟତିରାଜ ଓ ସହରାଞ୍ଚଳସ୍ତରରେ ବିକାଶ ପାଇଁ ନୂତନ ଭାବେ ୧୬ଗୋଟି ନୂଆ ଏନଏସି (ବିଜ୍ଞାପିତ ଅଞ୍ଚଳ ପରିଷଦ) ଓ ୭ଗୋଟି ନୂଆ ମ୍ୟୁନିସିପାଲଟି ଘୋଷଣା କରାଯାଇଛି l ସେଗୁଡିକ ହେଉଛି ବଲାଙ୍ଗୀର ଜିଲ୍ଲାର ଲୋଇସିଂହା,ବରଗଡ଼ ଜିଲ୍ଲାର ସୋହେଲା, କଟକ ଜିଲ୍ଲାର ବଡ଼ମ୍ବା, ନରସିଂହପୁର,ସାଲେପୁର ଢେଙ୍କାନାଳ ଜିଲ୍ଲାର ଗଁଦିଆ ସେହିପରି ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରାସଦ,ପାତ୍ରପୁର, ଯାଜପୁର ଜିଲ୍ଲାର ଚଣ୍ଡୀଖୋଲ, କଳାହାଣ୍ଡି ଜିଲ୍ଲାର ନର୍ଲା, ଜୟପାଟଣା,ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ, କୋରାପୁଟ ଜିଲ୍ଲାର ବୋରିଗୁମ୍ମା, ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା,ଯଶୀପୁର, ରାସଗୋବିନ୍ଦପୁର ହୋଇଥିବା ବେଳେ ୭ ଗୋଟି ନବ ନିର୍ମିତ ମ୍ୟୁନିସିପାଲିଟି ମଧ୍ୟରେ କରଞ୍ଜିଆ, ବୌଦ୍ଧ, ଭଞ୍ଜନଗର, ଆସ୍କା, ଛତ୍ରପୁର, କବିସୂର୍ଯ୍ୟନଗର, ପୋଲସରାକୁ ସ୍ଥାନିତ କରାଯାଇଛି l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |