Explore

Search

March 17, 2025 7:49 pm

Genres

ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥଙ୍କ ପରଲୋକ

ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥଙ୍କ ପରଲୋକ

ସାହିତ୍ୟ ଜଗତର ପ୍ରଖ୍ୟାତ ଲେଖକ ୯୧ ବର୍ଷ ବୟସରେ ରମାକାନ୍ତ ରଥଙ୍କ ପରଲୋକ ଘଟିଛି l ଖାରବେଳ ନଗର ବାସଭବନରେ ତାଙ୍କର ପରଲୋକ l ରମାକାନ୍ତ ରଥ ୨୦୦୬ରେ ପଦ୍ମଭୂଷଣ ସମ୍ମାନରେ ହୋଇଥିଲେ ସମ୍ମାନିତ ହୋଇଥିଲେ l ଶ୍ରୀରାଧା, ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ ପାଇଁ ପରିଚିତ ହୋଇଥିଲେ ରମାକାନ୍ତ l ‘ସପ୍ତମ ଋତୁ’ ପାଇଁ କେନ୍ଦ୍ର ସାହିତ୍ୟ ପୁରସ୍କାର ଓ ‘ସଚିତ୍ର ଅନ୍ଧାର’ ପାଇଁ ସାରଳା ପୁରସ୍କାର ପାଇଥିଲେ ପଦ୍ମଭୂଷଣ ରମାକାନ୍ତ ରଥ l

ଆଜି ପୁରୀ ସ୍ବର୍ଗଦ୍ବାରରେ ହେବ ପଦ୍ମଭୂଷଣ ରମାକାନ୍ତ ରଥଙ୍କ ଶେଷକୃତ୍ୟ l ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ l ତାଙ୍କର ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଶେଷ ଦର୍ଶନ ସହ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score