ସ୍ମାର୍ଟ ସିଟିରୁ ଟ୍ରାଫିକ ଭିଡ଼ କମାଇବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି l ରାଜଧାନୀରେ ହେବ ଏଲିଭେଟେଡ୍ କରିଡର୍ l ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ l ଜୟଦେବ ବିହାର ଛକରୁ ନନ୍ଦନକାନନ ଯାଏଁ ହେବ ଏଲିଭେଟେଡ୍ ରୋଡ୍ l ପ୍ରାୟ ୨୭୦୦ କୋଟି ଟଙ୍କା ବ୍ୟୟରେ ହେବ ଏଲିଭେଟେଡ୍ ରୋଡ୍ l ଏପ୍ରିଲ ଶେଷ ସୁଦ୍ଧା କାମ ଆରମ୍ଭ ହେବ ସହିତ ସବୁ ଛକରେ ରହିବ ବାଇପାସ୍ ରୋଡ୍ l ଏଥିସହିତ ଆମ ବସ୍ ଆଗରେ ଲାଗିବ କ୍ୟାମେରା l ଦୁର୍ଘଟଣାକୁ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ l ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ମହାପାତ୍ରଙ୍କ ସୂଚନା l ଯାହାର ଭୁଲ ଥିବ ତା ଉପରେ ହେବ କାର୍ଯ୍ୟାନୁଷ୍ଠାନ l ଏବେ ସୁଦ୍ଧା ୭ ଡ୍ରାଇଭରଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛିl

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |