Explore

Search

January 15, 2026 4:30 am

କାଠମାଣ୍ଡୁ : ନେପାଳରେ ପୁଣି ବିମାନ ଦୁର୍ଘଟଣା।

Latest News

୧୯ ଯାତ୍ରୀଙ୍କୁ ନେଇ ତ୍ରିଭୁବନ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଉଡାଣ ଭରିଥିବା ବିମାନଟି ଟେକ୍‌ଅଫ୍‌ କରିବା ବେଳେ ରନ୍‌ୱେରୁ ଖସି ଯାଇଥିଲା। ଯାହା ଫଳରେ ବିମାନରେ ନିଆଁ ଲାଗିଯାଇଥିଲା। ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ନିଆଁ ଲାଗିବା ଫଳରେ ବିମାନରେ ଥିବା ୧୯ ଜଣଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score