Explore

Search

January 14, 2026 8:41 am

ଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା

ରାଜଧାନୀରେ ନିର୍ମାଣ ହେବାକୁ ଯାଉଛି ଆଦର୍ଶ ଗୋଶାଳା l ପ୍ରାୟ ୪୦ କୋଟି ବ୍ୟୟରେ ଆଦର୍ଶ ଗୋଶାଳା ନିର୍ମାଣ ହେବ l ଯେଉଁଠାରେ ରାଜଧାନୀ ଭୁବନେଶ୍ବରର ବୁଲା ଗାଈ ଗୋରୁଙ୍କୁ ସେଠାରେ ରଖାଯିବ l ରାଜଧାନୀକୁ ସମ୍ପୂର୍ଣ୍ଣ ରୂପରେ ବୁଲା ଗାଇ ଗୋରୁ ମୁକ୍ତ କରାଯିବ l ଆଦର୍ଶ ଗୋଶାଳା ପାଇଁ ଜମି ବି ଚିହ୍ନଟ ସରିଛି l ଏନେଇ ବିଧିବଦ୍ଧ ଭାବରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score