Explore

Search

March 1, 2026 3:12 pm

ମୁମ୍ବାଇକୁ ପରାସ୍ତ କରିଲା ଚେନ୍ନାଇ ସୁପର କିଙ୍ଗ

ମୁମ୍ବାଇକୁ ପରାସ୍ତ କରିଲା ଚେନ୍ନାଇ ସୁପର କିଙ୍ଗ

ଆଇପିଏଲ୍ ୨୦୨୫ର ତୃତୀୟ ମ୍ୟାଚ୍ ଚେନ୍ନାଇର ଏମ ଚିଦାମ୍ବରମ୍ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗସ୍ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା । ଟସ୍ ହାରି ପ୍ରଥମେ ବ୍ୟାଟିଂ କରିବାକୁ ଚୟନ କରିବା ପରେ ମୁମ୍ବାଇ ଇଣ୍ଡିୟାନ୍ ୧୫୫ ରନ୍ ସଂଗ୍ରହ କରିଥିଲା। ଏହାର ଜବାବରେ ଚେନ୍ନାଇ ୧୯.୧ ଓଭରରେ ୬ଟି ୱିକେଟ୍ ହରାଇ ୧୫୮ ରନ୍ ସଂଗ୍ରହ କରି ଚାରି ୱିକେଟ୍ ନେଇ ମ୍ୟାଚ୍ ଜିତିଥିଲା। ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅନୁପସ୍ଥିତିରେ ପ୍ରଥମ ମ୍ୟାଚ୍ ଖେଳିଥିବା ମୁମ୍ବାଇକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା ।ମୁମ୍ବାଇ ପାଇଁ ଇଫେକ୍ଟ ଖେଳାଳି ଭାବେ ଡେବ୍ୟୁ କରିଥିବା ବିଗ୍ନେଶ ପୁଥୁର ତିନିଟି ୱିକେଟ୍ ନେଇଥିବାବେଳେ ଦୀପକ ଚହର ଏବଂ ୱିଲ ଜ୍ୟାକ ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score