Explore

Search

March 3, 2026 2:48 am

ରାସନକାର୍ଡ କୁ ନେଇ ଆସିଲା ବଡଖବର : ଏଥର ଚାଉଳ ସହ ମିଳିବ ଗହମ

Odisha Government

ରାସନ କାର୍ଡ ହିତାଧିକାରୀଙ୍କୁ ନେଇ ଆସିଛି ବଡ ଖବର , ଏଣିକି ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏଥିସହ ଆହୁରି ମଧ୍ୟ ସେ କହିଛନ୍ତି ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଏହି ନିଷ୍ପତି ନିଆଯାଇଛି।

ତେବେ ସୂଚନା ଥାଉ କି ଏହା ପୂର୍ବରୁ ହିତାଧିକାରୀଙ୍କୁ ଉଭୟ ଗହମୟ ଚାଉଳ ମିଳୁଥିଲା ମାତ୍ର ହିତାଧିକାରୀଙ୍କୁ ମିଳୁଥିବା ଗହମକୁ ବନ୍ଦ କରି ଅଧିକ ଚାଉଳ ଦେବାକୁ କେନ୍ଦ୍ରକୁ ଦାବି କରାଯାଇଥିଲା ମାତ୍ର ଚଳିତ ବର୍ଷ ଏହି ବ୍ୟବସ୍ଥାରେ ସୁଧାର ଆସିଛି ଖାଦ୍ୟ ଯୋଗାଣ ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ରାସନ କାର୍ଡ ହିତାଧିକାରୀଙ୍କୁ ପୁଣି ଥରେ ପୂର୍ବ ଭଳି ଚାଉଳ ସହ ଗହମ ମିଳିବାକୁ ଯାଉଛି।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score