Explore

Search

February 28, 2026 11:56 am

ସିଭିଲ ସର୍ଭିସ ଆଶାୟୀ ବିଦ୍ୟାର୍ଥୀମାନଙ୍କୁ ମିଳିବ ମାଗଣା କୋଚିଂ

ପୂର୍ବରୁ ରାଜ୍ୟରେ ଚାଲିଥିବା ସିଭିଲ ସର୍ଭିସ ଆଶାୟୀ ବିଦ୍ୟାର୍ଥୀମାନଙ୍କୁ ମିଳୁଥିବା କୋଚିଂ ବ୍ୟବସ୍ଥା ପୁନର୍ବାର ଆରମ୍ଭ ହେବାକୁ ଯାଉଛି l ପୂରଣ ହେବ ଗରିବ ଆଶାୟୀଙ୍କ ଆଇଏଏସ୍ ସ୍ବପ୍ନ। ତେବେ ଓଡିଶାରେ ଏହି ପ୍ରବେଶିକା ପରୀକ୍ଷାରେ ଦିନକୁ ଦିନ ଆଗ୍ରହ ପ୍ରକାଶ ଦେଖି ପୁଣି ପଦକ୍ଷେପ ନେଇଛନ୍ତି ମୋହନ ସରକାର। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ୍ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଆଜିଠୁ ସାମ୍ସ ୱେବସାଇଟରେ ଉପଲବ୍ଧ ହୋଇଛି କମନ ଆପ୍ଲିକେସନ ଫର୍ମ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score