ରହସ୍ୟ ଏବଂ ଯାତନାର ଜଉଘର ଯତନ ନଗର July 11, 2024 4:36 pm ଢେଙ୍କାନାଳ ସହରରୁ ବାଜିଚୌକ୍ ଛକ ଦେଇ ଯୋରନ୍ଦା ଗାଦି ଓ କପିଳାସ ଗଲାବେଳେ ସାମ୍ନାରେ ଦେଖାଯାଏ ଛୋଟ ପାହାଡ ଉପରେ ରାଜତନ୍ତ୍ରର ମୁକସାକ୍ଷୀ, ଧ୍ବସ୍ତ ପ୍ରାୟ “ଯତନ ନଗର”। କେହି କେହି ତାକୁ ଯାତନା