

ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ କରିବେ ରାଜ୍ୟ ସରକାର। ଆଜି ଓ କାଲି ଦୁଇ ଦିନ ଧରି ବସିବ ବୈଠକ। ତେବେ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଓ

ଭାରତୀୟ ରେଳବାଇ କୁ ନେଇ ଆସିଛି ଆଉ ଏକ ଖୁସି ଖବର। ଭାରତୀୟ ରେଳବାଇ ଅକ୍ଟୋବର ୧ରେ ଦିଲ୍ଲୀରୁ “ଗାର୍ଭି ଗୁଜୁରାଟ” ଭାରତ ଗୌରବ ଡିଲକ୍ସ ଏସି ଟୁରିଷ୍ଟ ଟ୍ରେନ୍ ଲଞ୍ଚ କରିବ। ଏସି-I,

ଓଏଏସ୍ସ୍ତରରେ ବଡ଼ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟସରକାର । ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବରିଷ୍ଠ ଓଏଏସ୍ ଅନାମ ଚରଣ ପାତ୍ର କଟକ ମହାନଗର ନିଗମ(ସିଏମସି)ର କମିଶନର ଭାବେ ନିଯୁକ୍ତି ପାଇଛନ୍ତି।
WhatsApp us