ଚାଷୀମାନଙ୍କ ପାଇଁ ସରକାରଙ୍କର ବଡ ଘୋଷଣା :ଅକ୍ଟୋବର ୫ରେ ମିଳିବ ପିଏମ୍ କିଷାନ ଯୋଜନା ଟଙ୍କା October 4, 2024 10:24 am ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତା ଅକ୍ଟୋବର ୫ରେ ଚାଷୀଙ୍କୁ ମିଳିବ ପିଏମ୍ କିଷାନ ଟଙ୍କା। ମହାରାଷ୍ଟ୍ରରୁ ପ୍ରଧାନମନ୍ତ୍ରୀ ମୋଦି ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ ଯୋଜନାର ୧୮ ତମ କିସ୍ତି। ୯ କୋଟି ୫୦