ବିର୍ସାମୁଣ୍ଡାଙ୍କ ଜନ୍ମତିଥିରେ ମୁଖ୍ୟ ଅତିଥି ରୂପେ ଯୋଗଦେବେ ପ୍ରଧାନମନ୍ତ୍ରୀ l November 9, 2024 6:36 pm ଭୁବନେଶ୍ବର: ପୁଣି ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି l ଆସନ୍ତା ୧୫ ତାରିଖରେ ପ୍ରଧାନମନ୍ତ୍ରୀ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ