

ଭୁବନେଶ୍ବର: ଆସନ୍ତା କାଲି ସକାଳେ ପ୍ରବଳ କୁହୁଡ଼ି ହେବା ସମ୍ଭାବନା ରହିଛି । ତେଣୁ ଯାତାୟାତ ବେଳେ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ସେହିପରି ଆସନ୍ତା ୨୪ ଘଣ୍ଟା

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀ ମନ୍ତବ୍ୟ ଦେଇ କହିଛନ୍ତି ଯେ ୨୦୨୫ରେ ମହିଳାଙ୍କୁ ମିଳିବ ପ୍ରଥମ

ଭୁବନେଶ୍ବର: ନୂଆ ବର୍ଷରେ ରାଜ୍ଯସରକାରଙ୍କ ଭେଟି l ଫେବୃଆରୀରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ କରାଯିବ । ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ କରାଯିବ । ଏନେଇ ସୂଚନା
WhatsApp us