ଚାମ୍ପିଆନ ଟ୍ରଫି ପାଇଁ ଟିମ୍ ଇଣ୍ଡିଆର ଉପଅଧିନାୟକ ହେବେ ଶୁଭମନ ଗିଲ୍ January 18, 2025 6:40 pm ମୁମ୍ବାଇ: ମୁମ୍ବାଇରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଭାରତୀୟ କ୍ରିକେଟ୍ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏବଂ ଅଧିନାୟକ ରୋହିତ ଶର୍ମା ଚାମ୍ପିଅନ୍ସ ଟ୍ରଫି ପାଇଁ ଦଳ ଘୋଷଣା କରିଛନ୍ତି । ଏହି ପ୍ରତିଯୋଗିତା