ଜାନୁଆରୀ ୨୮ ରୁ ଆରମ୍ଭ ହେବ ଉତ୍କର୍ଷ ଓଡ଼ିଶା କନକ୍ଲେଭ January 24, 2025 6:21 pm ଭୁବନେଶ୍ବର: ପ୍ରବାସୀ ଭାରତୀୟ ଦିବସ ପରେ ଭୁବନେଶ୍ବରସ୍ଥିତ ଜନତା ମଇଦାନରେ ଜାନୁଆରୀ ୨୮ ରୁ ୩୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି ଉତ୍କର୍ଷ ଓଡ଼ିଶା କନକ୍ଲେଭ l ଏହାର ଶୁଭ ଉଦଘାଟନ କରିବେ