ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ଚାମ୍ପିୟନ June 4, 2025 11:07 am ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ମଙ୍ଗଳବାର ଇତିହାସ ସୃଷ୍ଟି କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ପଞ୍ଜାବ କିଙ୍ଗସକୁ ୬ ରନରେ ହରାଇ ଚାମ୍ପିୟନ ହୋଇଛି ବିରାଟ କୋହଲିଙ୍କ ଦଳ ଆରସିବି । ଏହା