

ଓଡ଼ିଶାରେ ସରକାରଙ୍କୁ ପୁରିଲା ଏକବର୍ଷ l ଏ ପରିପ୍ରେକ୍ଷୀରେ ବର୍ଷକର ରିପୋର୍ଟ କାର୍ଡ ଦେଇଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ନୂଆ ଉପଲବ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍ l ମୋଦି ସରକାରଙ୍କ ୧୧

ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୫ ରେଜଲ୍ଟ ମଙ୍ଗଳବାର ସନ୍ଧ୍ୟାରେ ପ୍ରକାଶ ପାଇଛି। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଫଳାଫଳ ପୁସ୍ତକ ଉନ୍ମୋଚିତ ହୋଇଛି। ଶିଳ୍ପମନ୍ତ୍ରୀ ସମ୍ପଦ

ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ଅପରାହ୍ନ ସାଢେ ୪ରେ ଗଜାନନ ବେଶରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ l ଦେବସ୍ନାନ ପୂର୍ଣ୍ଣିମା (ଜ୍ୟୈଷ୍ଠ ପୂର୍ଣ୍ଣିମା) ଦିନ ଆନନ୍ଦବଜାରସ୍ଥିତ ସ୍ନାନମଣ୍ଡପ (ବେଦୀ) ଉପରେ ହୋଇଥାଏ l
WhatsApp us