

ସମ୍ବଲପୁରରେ ଅନୁଷ୍ଠିତ ଏକ ସଭାରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ନିଜ ରାଜନୈତିକ କ୍ୟାରିୟରକୁ ନେଇ କରିଛନ୍ତି ବଡ ଘୋଷଣା l “ଆଉ ନିର୍ବାଚନ ଲଢ଼ିବିନି” ବୋଲି କହିଲେ ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ l

ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତକାର କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ଏହି ଅବସରରେ କଟକ ତାରକସୀ ରେ ନିର୍ମିତ ପ୍ରତିମୂର୍ତ୍ତିକୁ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଦେଇଥିଲେ ମୁଖ୍ୟମନ୍ତ୍ରୀ l ଏହାସହ ଏହି ବୈଠକରେ

ଓଡ଼ିଶାକୁ ଆସିବେ ମହାମହିମ ରାଷ୍ଟ୍ରପତି ମହୋଦୟା l ସୂଚନା ଅନୁସାରେ ଜୁଲାଇ ୧୪ ତାରିଖ ସଂଧ୍ୟାରେ ମାନ୍ୟବର ରାଷ୍ଟ୍ରପତି ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନ(ଏମ୍ସ), ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ ଏବଂ
WhatsApp us