

ଦୁଇଗୋଟି ରାଜ୍ଯ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ରାଜ୍ୟପାଳ ଓ ଉପରାଜ୍ୟପାଳଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ମହାମହିମ ରାଷ୍ଟ୍ରପତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ l ଗୋଆରେ ରାଜ୍ୟପାଳ ରୂପେ ପଶୁପତି ଅଶୋକ ଗଜପଥିଙ୍କୁ, ହରିୟାଣାରେ

ଚୀନ୍ ଗସ୍ତରେ ଯାଇଛନ୍ତି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର । ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଚୀନ୍ ଗସ୍ତରେ ଯାଇଥିବା ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଚୀନ୍ ରାଷ୍ଟ୍ରପତି

କଳା,ବିଜ୍ଞାନ,ସାହିତ୍ୟ ଓ ସାମାଜିକ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୪ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ରାଜ୍ଯସଭାକୁ ମନୋନୀତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ l ସେହି ୪ ଜଣ ହେଉଛନ୍ତି ଉଜ୍ଜଳ ନିକମ୍, ସି.
WhatsApp us