

ଓଡ଼ିଆ ଆଦିବାସୀ ଝିଅମାନଙ୍କୁ ପାଇଲଟ୍ ହେବା ପାଇଁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ l ଏଥିନିମନ୍ତେ କ୍ୟାଡେଟ୍ ପାଇଲଟ୍ କାର୍ଯ୍ୟକ୍ରମ ମାଧ୍ୟମରେ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ l ଏହାକୁ ନେଇ ବିଧିବଦ୍ଧ ଭାବେ ପୂର୍ବାଞ୍ଚଳ ବେସାମରିକ

ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରୁ ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି l ‘ଆମ ଶାସନ’ ଜରିଆରେ ଲୋକଙ୍କ ମତାମତ ନେବେ ସରକାର l ଏଥିସହିତ ମୋବାଇଲ ଆପ୍ ଜରିଆରେ

ରାଜ୍ୟକୁ ଇଲେକ୍ଟ୍ରୋନିକ୍ସ ଯନ୍ତ୍ରପାତି ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ ହବ୍ ଭାବେ ଗଢ଼ି ତୋଳିବା ପାଇଁ “ଓଡ଼ିଶା ଇଲେକ୍ଟ୍ରୋନିକ୍ସ କମ୍ପୋନେଟ୍ ମ୍ୟାନୁଫାକଚରିଂ ନୀତି-୨୦୨୫ ” କୁ କ୍ୟାବିନେଟ୍ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହି
WhatsApp us