

ରାଜ୍ୟରେ ସ୍ୱାସ୍ଥ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ରାଇରଙ୍ଗପୁରରେ ହେବ ନୂତନ ଆୟୁର୍ବେଦିକ କଲେଜ ପ୍ରତିଷ୍ଠା ହେବ ଏନେଇ ଜାତୀୟ ଆୟୁର୍ବେଦ ଦିବସରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି l ପ୍ରାୟ

ଓଡ଼ିଆରେ ନାମ ଫଳକ ଲେଖିନଥିବା କାରଣରୁ ଆଇନ ଖିଲାପକାରୀ ୧୦୦ ଗୋଟି ବ୍ୟବସାୟ ପ୍ରତିଷ୍ଠାନ ମାଲିକଙ୍କ ବିରୁଦ୍ଧରେ ମକଦ୍ଦମା ରୁଜୁ କରାଯାଇଛି। ୧୬୦୬ ଗୋଟି ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ଲେଖା ନ ହୋଇ

ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିଛନ୍ତି l ବଲିଉଡ ଅଭିନେତା ଶାହରୁଖ ଖାନ ଓ ବିକ୍ରାନ୍ତ ମେସିଙ୍କୁ ମିଳିଲା ଶ୍ରେଷ୍ଠ ଅଭିନେତା ପୁରସ୍କାର
WhatsApp us