Explore

Search

April 20, 2026 12:28 pm

ବିର୍ସାମୁଣ୍ଡାଙ୍କ ଜନ୍ମତିଥିରେ ମୁଖ୍ୟ ଅତିଥି ରୂପେ ଯୋଗଦେବେ ପ୍ରଧାନମନ୍ତ୍ରୀ l

Birsa Munda

ଭୁବନେଶ୍ବର: ପୁଣି ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି l ଆସନ୍ତା ୧୫ ତାରିଖରେ ପ୍ରଧାନମନ୍ତ୍ରୀ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ଏକ ବର୍ଷବ୍ୟାପୀ ଚାଲିବାକୁ ଥିବା ଜନଜାତି ଗୌରବ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍ଦଘାଟନ କରିବେ।

ତାଙ୍କର ସୂଚନା ଅନୁଯାୟୀ, ନଭେମ୍ବର ୧୫ ତାରିଖରେ ସହିଦ ବିର୍ସାମୁଣ୍ଡାଙ୍କ ଜନ୍ମତିଥି ପଡୁଅଛି । ଏହି ଦିନ ଜନଜାତି ଗୌରବ ଦିବସ ରୂପେ ମଧ୍ଯ ପାଳନ ହେବ। ଏହି ଦିବସର ଏକ ବର୍ଷ ବ୍ୟାପୀ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ। ଯାହା ୧୫ରୁ ଆରମ୍ଭ ହୋଇ ଏକ ବର୍ଷ ପର୍ଯ୍ଯନ୍ତ ଚାଲିବ।

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score