Explore

Search

January 14, 2026 11:32 am

କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ

କଟକରେ ପ୍ରତିଷ୍ଠା ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ

ଓଡ଼ିଶାରେ ଦୃଷ୍ଟିବାଧିତ ପିଲାଙ୍କ ଭବିଷ୍ୟତ ପାଇଁ ନିର୍ମାଣ ହେବ ବିଶ୍ୱବିଦ୍ୟାଳୟ l ଜାପାନର ସୁକୁବା ବିଶ୍ବବିଦ୍ୟାଳୟ ଢାଞ୍ଚାରେ ପ୍ରତିଷ୍ଠା ହେବ ଅନୁଷ୍ଠାନ l ଯାହାର ନାମ ସନ୍ଥକବି ଭୀମଭୋଇଙ୍କ ନାଁରେ ନାମିତ ହେବ l ଦୃଷ୍ଟିବାଧିତଙ୍କ ଉଚ୍ଚଶିକ୍ଷା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ l ଓଡିଶା ଏହାର ପ୍ରଥମ ବିଶ୍ୱବିଦ୍ୟାଳୟ ହେବାକୁ ଯାଉଛି, ଯାହା କଟକଠାରେ ପ୍ରତିଷ୍ଠିତ ହେବ।

କଟକ ଠାରେ ନିର୍ମିତ ହେବାକୁ ଯାଉଥିବା ଏହି ଶିକ୍ଷାନୁଷ୍ଠାନ ଦୃଷ୍ଟିହୀନ ମାନଙ୍କୁ ଉଚ୍ଚଶିକ୍ଷା ସୁଯୋଗ ପ୍ରଦାନ କରିବା ସହିତ ସେମାନଙ୍କୁ ଶୈକ୍ଷିକ ପ୍ରୋତ୍ସାହିତ କରିବା ଏବଂ ଭିନ୍ନକ୍ଷମଙ୍କ ଶିକ୍ଷା ତଥା ସଶକ୍ତିକରଣ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମର ଏକ ଅଂଶ ହେବ ବୋଲି ଆଶା କରାଯାଉଛି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Live Cricket Score