Explore

Search

April 7, 2025 4:05 pm

Genres

ବାଲିଯାତ୍ରା ପଡ଼ିଆରୁ ଆରମ୍ଭ ହେବ ଆୟୁଷ୍ମାନ ଯୋଜନା

ରାଜ୍ଯରେ ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଯୋଜନା ଆସନ୍ତା ୧୧ରେ ଶୁଭାରମ୍ଭ ହେବାକୁ ଯାଉଛି l ଯାହା କଟକ ସହରର ବାଲିଯାତ୍ରା ପଡ଼ିଆରୁ ହେବ ଶୁଭାରମ୍ଭ l ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ l ଏହି କାର୍ଯ୍ୟକ୍ରମରେ ଗାରିମାମୟ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହେବ ଶୁଭାରମ୍ଭ l ବିପୁଳ ଜନସଂଖ୍ୟାକୁ ଦୃଷ୍ଟିରେ ରଖି
ଶୁଭାରମ୍ଭ କାର୍ଯ୍ୟକ୍ରମ ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି l ଓଡ଼ିଶା ଦିବସ’ରେ ସୂଚନା ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score