ମିଳିବ ଯୋଗ୍ୟ ହିତାଧିକାରୀଙ୍କୁ ରାସନକାର୍ଡ l ଦୂରହେବ ଖାଦ୍ୟ ଯୋଗାଣ ସମସ୍ୟା l ଆସନ୍ତା ୨୪ ତାରିଖରୁ ମିଳିବାକୁ ଯାଉଛି ନୂଆ ରାସନକାର୍ଡ l ଏନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା l ପଞ୍ଚାୟତିରାଜ ଦିବସ ଅବସରରେ ବାଣ୍ଟିବେ କାର୍ଡ l ପୁରୀରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ l ୫ ଲକ୍ଷ ୯୦ ହଜାର ନୂଆ ହିତାଧିକାରୀ ପାଇବେ ରାସନ କାର୍ଡ l ଏବେ ଯାଏ ୨୫ଲକ୍ଷ ହିତାଧିକାରୀ କରିନାହାନ୍ତି l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 9