ଆଜିଠାରୁ ୮ ଦିନିଆ ବିଦେଶ ଗସ୍ତରେ ଯାଉଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି l ଏହି ୮ ଦିନରେ ୫ ଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ l ଘାନା, ତ୍ରିନିଦାଦ, ଆର୍ଜେଣ୍ଟିନା, ବ୍ରାଜିଲ ଓ ନାମିବ୍ୟା ଇତ୍ୟାଦି ଦେଶକୁ ଯିବା ସହ ବ୍ରାଜିଲରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେବେ ମୋଦି l ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀ ପ୍ରଥମେ ଘାନା ଗସ୍ତ କରି ଦ୍ବିପାକ୍ଷିକ ବୈଠକ କରିବେ ଓ ପରେ ପ୍ରଥମ ଥର ପାଇଁ ୨ ଦିନିଆ ତ୍ରିନିଦାଦ ରାଷ୍ଟ୍ର ଗସ୍ତରେ ଯିବେ ବୋଲି ସୂଚନା ମିଳିଛି l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 1