Explore

Search

October 14, 2025 6:33 pm

Genres

ଶ୍ରୀମନ୍ଦିରରେ ହେବ ୱାକିଟକି ବ୍ୟବସ୍ଥା: ଗିରୀଶ ମୁର୍ମୁ

ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍‌ ଫୋନ୍‌ l ଫଳରେ କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବାଇଲ୍ ଫୋନ୍ l‌ ଆଗକୁ ୱାକିଟକି ବ୍ୟବସ୍ଥା ହେବ କହିଲେ ସୁରକ୍ଷା ସବକମିଟି ମୁଖ୍ୟ l ବୈଠକ ପରେ ସୁରକ୍ଷା ସବକମିଟି ମୁଖ୍ୟ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସୂଚନା ଦେଇଛନ୍ତି ସେହିପରି ଶ୍ରୀମନ୍ଦିର ଭିତର ଓ ବାହାର ସୁରକ୍ଷା ନେଇ ଆଲୋଚନା ହୋଇଛି l କେତେକ ଜିନିଷ ନିଜକୁ କରିବାକୁ ହେବ, ଆଉ କିଛି ସରକାର କରିବେ l କାହାକୁ ହଇରାଣ କରିବାକୁ ନୁହେଁ, ଶ୍ରୀମନ୍ଦିର ସୁରକ୍ଷା ପାଇଁ ହେବ l ଅନ୍ୟ ମନ୍ଦିରର ସୁରକ୍ଷା ଅନୁଧ୍ୟାନ କରି ନିଷ୍ପତ୍ତି ନେବୁ ବୋଲି ଶ୍ରୀ ମୁର୍ମୁ ପ୍ରକାଶ କରିଥିଲେ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score