ରାଜ୍ଯରେ ଥିବା ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଅଧିକ ଚାଉଳ l ଆଉ ଅଧିକ ୫ କିଲୋ ଚାଉଳ ଦେବାକୁ ଚିନ୍ତା କରୁଛନ୍ତି ସରକାର l
ରାସନ କାର୍ଡରେ ଥିବା ପ୍ରାୟ ୩ କୋଟି ୨୫ ଲକ୍ଷ ହିତାଧିକାରୀ ପାଇପାରନ୍ତି ଅଧିକ ଚାଉଳ l ଖୁଵଶୀଘ୍ର ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନେକ ଗରିବ ହିତାଧିକାରୀଙ୍କୁ ୫ କିଲୋ ଚାଉଳ ପର୍ଯ୍ୟାପ୍ତ ହେଉନଥିବାରୁ ଏନେଇ ଚିନ୍ତା କରୁଛି ଯୋଗାଣ ବିଭାଗ l ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 1