

କ୍ରୀଡ଼ା ଜଗତେ ଉତ୍କୃଷ୍ଟ ହାସଲ କରିଥିବା କ୍ରୀଡାବିତ୍ ମାନଙ୍କୁ ପ୍ରତିବର୍ଷ ପ୍ରଦାନ କରାଯାଉଥିବା ପ୍ରତିଭାଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ମିଳିଥାଏ l ଚଳିତବର୍ଷ ମନୁ ଭାକର ଓ ଗୁକେଶଙ୍କୁ ଖେଳରତ୍ନଙ୍କୁ ଏହି ପୁରସ୍କାର

ରୋଗୀମାନେ ପୂର୍ବପରି ଆଉ ମାଳ ମାଳ ପ୍ରେସକ୍ରିପସନ ଧରିକି ରୋଗୀ ବୁଲିବେ ନାହିଁ । ଗୋଟିଏ ଆକାଉଣ୍ଟରେ ରହିବ ରୋଗୀଙ୍କ ସମସ୍ତ ପୂର୍ବ ଡାଟା । ଖୁବଶୀଘ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ନେସନାଲ

ଓଡିଶା: ଓଡ଼ିଶା ଆସିବେ ରାଜ୍ୟର ନୂଆ ରାଜ୍ୟପାଳ ହରିବାବୁ କମ୍ଭମ୍ ପତି । ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ଆସନ୍ତାକାଲି ନୂଆ ରାଜ୍ୟପାଳ ଭାବେ ଶପଥ

କୋଣାର୍କ: ରାତି ପାହିଲେ ନୂଆବର୍ଷ । ବଦଳିବ ତାରିଖ ଆରମ୍ଭ ହେବ ନୂଆବର୍ଷ । ତେବେ ଓଡିଶାର ଅର୍କକ୍ଷେତ୍ରସ୍ଥିତ ଚନ୍ଦ୍ରଭାଗାରେ ବର୍ଷର ଶେଷ ସୂର୍ଯ୍ୟୋଦୟ ଦେଖିବା ପାଇଁ ଚନ୍ଦ୍ରଭାଗାରେ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକଙ୍କ

ଦିଲ୍ଲୀ: ଦିଲ୍ଲୀରେ ଫେବୃଆରୀ ମାସରେ ହୋଇପାରେ ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ବିଜେପି, କଂଗ୍ରେସ ଓ ଆମ୍ ଆଦମୀ ପାର୍ଟି ମଧ୍ୟରେ କଡା ଟକ୍କର ଆରମ୍ଭ ହୋଇଯାଇଛି। ଦିଲ୍ଲୀର କାଲକାଜୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ

ଭୁବନେଶ୍ବର: ଏଣିକି ଲୋକସେବା ଭବନରେ ସାମ୍ବାଦିକଙ୍କୁ ପ୍ରବେଶ ପାଇଁ ସରକାରଙ୍କ ପକ୍ଷରୁ ଅନୁମତି ମିଳିଛି l ଏହାକୁ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ଜାରି ହୋଇଛି l

କଟକ: ରାଜ୍ୟରେ ଉଚ୍ଚ ଶିକ୍ଷାର ମାନ ବୃଦ୍ଧି ସହିତ ଏହାର ଭିତ୍ତିଭୂମିର ବିକାଶ ଘଟିବା ସହ ଗବେଷଣା କ୍ଷେତ୍ରରେ ଅଧିକ ସୁଯୋଗ ସୃଷ୍ଟି ହେବ । ଏଥିପାଇଁ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍

ଭୁବନେଶ୍ବର: ଆସନ୍ତା କାଲି ସକାଳେ ପ୍ରବଳ କୁହୁଡ଼ି ହେବା ସମ୍ଭାବନା ରହିଛି । ତେଣୁ ଯାତାୟାତ ବେଳେ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ସେହିପରି ଆସନ୍ତା ୨୪ ଘଣ୍ଟା

ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ସୂଚନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀ ମନ୍ତବ୍ୟ ଦେଇ କହିଛନ୍ତି ଯେ ୨୦୨୫ରେ ମହିଳାଙ୍କୁ ମିଳିବ ପ୍ରଥମ

ଭୁବନେଶ୍ବର: ନୂଆ ବର୍ଷରେ ରାଜ୍ଯସରକାରଙ୍କ ଭେଟି l ଫେବୃଆରୀରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ କରାଯିବ । ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ କରାଯିବ । ଏନେଇ ସୂଚନା
WhatsApp us