Explore

Search

February 28, 2026 8:37 pm

ଓଡିଶା ଖବର

ଖୋଲିଲା ୯୧୩ଟି ନୂତନ ଅଙ୍ଗନୱାଡ଼ି କେନ୍ଦ୍ର

ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଭାସୀ ମାଧ୍ୟମରେ ୯୧୩ଟି ନୂତନ ଅଙ୍ଗନୱାଡ଼ି କେନ୍ଦ୍ରର ଉଦ୍‌ଘାଟନ କରିଛନ୍ତି l ଏହି ନୂତନ ଅଙ୍ଗନୱାଡ଼ି କେନ୍ଦ୍ରଗୁଡ଼ିକ ନିଜସ୍ୱ ଘର

ବିମାନବନ୍ଦରରେ ପାଳନ ହେବ ଯାତ୍ରୀ ସେବା ଦିବସ

ସେପ୍ଟେମ୍ବର ୧୭ରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଯାତ୍ରୀ ସେବା ଦିବସ ପାଳନ କରାଯିବ l ସକାଳେ ପ୍ରଥମ ବିମାନ ପହଞ୍ଚିବା ପରେ ଆରମ୍ଭ ହେବ ଏହି କାର୍ଯ୍ୟକ୍ରମ l ଯାତ୍ରୀଙ୍କୁ ଚନ୍ଦନ ଟୀକା ଲଗାଇ

ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ପୋର୍ଟାଲ

ସୋମବାର ଦିନ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଅଭିଯୋଗ ପୋର୍ଟାଲ ଶୁଭାରମ୍ଭ କରିଛନ୍ତି l ଏହି ପୋର୍ଟାଲ ଜରିଆରେ ଅଭିଯୋଗ କରିପାରିବେ ଲୋକେ l ଅଭିଯୋଗକାରୀଙ୍କ ସବୁ ଅଭିଯୋଗର ଜବାବ ରଖିବ ବିଭାଗ l

୧୨ଟି ଜିଲ୍ଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ସୋମବାର ଦିନ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ୧୨ଟି ଜିଲ୍ଲାରେ ୨୭ଟି ନୂତନ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି l ପ୍ରାୟ ୨୫,୦୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ପୁଞ୍ଜି ବିନିଯୋଗରେ କାର୍ଯ୍ୟକାରୀ ହେଲା ନୂତନ

ଗ୍ରୀନ୍ ପ୍ଲାଏ ସାଣ୍ଡିଲା ପ୍ରାଇଭେଟ୍ ଲିମିଟେଡ଼୍ କମ୍ପାନୀ ର ଭିତ୍ତିପ୍ରସ୍ତର ସ୍ଥାପନ

କୋରାପୁଟ ଜିଲ୍ଲା ସେମିଳିଗୁଡା ବ୍ଲକ ଅନ୍ତର୍ଗତ ରାଣୀକଣା ଓ ଲୁଙ୍ଗୁରୀ ଠାରେ ଗ୍ରୀନ୍ ପ୍ଲାଏ ସାଣ୍ଡିଲା ପ୍ରାଇଭେଟ୍ ଲିମିଟେଡ଼୍ କମ୍ପାନୀ ର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆଜି ଓଡ଼ିଶାର ମାନ୍ୟବର

ଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା

ରାଜଧାନୀରେ ନିର୍ମାଣ ହେବାକୁ ଯାଉଛି ଆଦର୍ଶ ଗୋଶାଳା l ପ୍ରାୟ ୪୦ କୋଟି ବ୍ୟୟରେ ଆଦର୍ଶ ଗୋଶାଳା ନିର୍ମାଣ ହେବ l ଯେଉଁଠାରେ ରାଜଧାନୀ ଭୁବନେଶ୍ବରର ବୁଲା ଗାଈ ଗୋରୁଙ୍କୁ ସେଠାରେ ରଖାଯିବ l

ପ୍ୟାକ୍ସ ଏବଂ ଲ୍ୟାମ୍ପ୍‌ସରେ ଠିକ୍‌ରେ ହେଉ ସାର ଆବଣ୍ଟନ : ମୁଖ୍ଯମନ୍ତ୍ରୀ

ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ l ଏ ସଂକ୍ରାନ୍ତରେ ସାରର କୌଣସି ଅଭାବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି l ସେପ୍ଟେମ୍ବର ୩୦ ସୁଦ୍ଧା ୯,୫୫,୦୦୦ ମେଟ୍ରିକ

ଖୁବ ଶୀଘ୍ର ଆସିବ ନୂଆ ଇଲେକ୍ଟ୍ରିକ ଯାନ ନୀତି

ଓଡ଼ିଶାରେ ଖୁବଶୀଘ୍ର ଆସିବାକୁ ଯାଉଛି ଇଲେକ୍ଟ୍ରିକ ଯାନ ନୀତି l ଏନେଇ ଚିଠା ପ୍ରସ୍ତାବ ଜାରି କଲା ପରିବହନ ବିଭାଗ l ସର୍ବସାଧାରଣଙ୍କ ପାଇଁ ଇଲେକ୍ଟ୍ରିକ ଯାନ ଚାର୍ଜ ଷ୍ଟେସନ କଲେ ମିଳିବ ସବସିଡି

ଭୁବନେଶ୍ବରରୁ ତୀର୍ଥଯାତ୍ରୀ ଯୋଜନାର ଶୁଭାରମ୍ଭ

ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ବିଭିନ୍ନ ଧାର୍ମିକ ପୀଠ ଭ୍ରମଣ କରାଇବା ନିମନ୍ତେ ଆଜି ଓଡିଶା ସରକାରଙ୍କ ପକ୍ଷରୁ ଭୁବନେଶ୍ବର ରେଳ ଷ୍ଟେସନରରୁ ତୀର୍ଥଯାତ୍ରୀ ଯୋଜନାର ଶୁଭାରମ୍ଭ କରାଯାଇଛି l ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ଅଯୋଧ୍ୟା

ଏଣିକି ସରକାରୀ କର୍ମଚାରୀଙ୍କ ପାଇଁ କଡ଼ାକଡ଼ି ହେଲା ବାୟୋମେଟ୍ରିକ

ବାୟୋମେଟ୍ରିକ ବାଧ୍ୟତାମୂଳକ କଲେ ରାଜ୍ୟ ସରକାର l ସରକାରୀ ପ୍ରତିଷ୍ଠାନ ମାନଙ୍କରେ କର୍ମଚାରୀଙ୍କ ଯାତାୟତ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି l ସମସ୍ତ ସରକାରୀ କର୍ମୀ, ପଞ୍ଚାୟତ କର୍ମଚାରୀଙ୍କଠୁ

Live Cricket Score