Explore

Search

May 24, 2025 2:44 am

Genres

ମା ବୁଢୀ ଠାକୁରାଣୀଙ୍କ ଆଶୀର୍ବାଦ ନେଲେ ମାନ୍ୟବର ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଆରାଧ୍ୟା ମାଆ ବୁଢ଼ୀ ଠାକୁରାଣୀଙ୍କ ପ୍ରସିଦ୍ଧ ବାର୍ଷିକ ଯାତ୍ରା ପ୍ରାୟତଃ ଶେଷ ପର୍ଯ୍ୟାୟରେ l ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀଙ୍କ ବ୍ରହ୍ମପୁର ଗସ୍ତ ସମୟରେ ଦେଶୀବେହେରା ସାହି ଅସ୍ଥାୟୀ ମଣ୍ଡପରେ ମାଆଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ ଶୁଭମନାସୀଛନ୍ତି। କେବଳ ସେତିକି ନୁହେଁ ଦର୍ଶନ ପରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ପ୍ରସିଦ୍ଧ ବାଘ ନାଚ ଦେଖିଥିଲେ ଓ ବେଶଧାରୀଙ୍କ ସହ ଫଟୋ ଉଠାଇଥିଲେ। ସରକାରକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ଏହା ପ୍ରଥମ ଠାକୁରାଣୀ ଯାତ୍ରା ଦର୍ଶନ l ଏହି ଦର୍ଶନ ସମୟରେ ବିଧାୟକ, ସାଂସଦ ଓ ବିଭାଗୀୟ ଅଧିକାରୀମମାନେ ମାଙ୍କ ଆଶୀର୍ବାଦ ନେଇଥିଲେ l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score