Explore

Search

June 14, 2025 5:02 pm

Genres

ଆଉ ଦୁଇଦିନ ମଧ୍ୟରେ ପ୍ରକାଶ ପାଇବ +୨ ଫଳାଫଳ

ଆଗାମୀ ଦୁଇଦିନ ମଧ୍ୟରେ ପ୍ରକାଶିତ ହେବ ବାର୍ଷିକ +୨ ରେଜଲ୍ଟ l ଏନେଇ ଗଣମାଧ୍ୟମରେ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ l ପରୀକ୍ଷା ହେବାର ବହୁତ ଦିନ ବିତିଯାଇଥିବାରୁ ପିଲାମାନଙ୍କୁ ମନ୍ତ୍ରୀ ଆଶ୍ଵାସନା ଦେଇ କହିଛନ୍ତି ଯେ “ଆଉ ବିଳମ୍ବ ହେବନି, ପିଲାମାନେ ବ୍ୟସ୍ତ ହୁଅନ୍ତୁ ନାହିଁ l ଯେହେତୁ ଆଜି ଯୁକ୍ତ-୩ ଆବେଦନର ଶେଷ ତାରିଖ ତେଣୁ ଉଚ୍ଚଶିକ୍ଷା ବିଭାଗକୁ ସମୟସୀମା ବୃଦ୍ଧି ପାଇଁ ନିବେଦନ କରିବୁ” ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି l

vandeutkal
Author: vandeutkal

ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |

Leave a Comment

Live Cricket Score