ଓଡ଼ିଆ ପକ୍ଷ ଅବସରରେ ରାଜ୍ୟବ୍ୟାପୀ ସବୁ ସ୍କୁଲରେ ପାଳନ ହେବ ଖଡ଼ିଛୁଆଁ ଉତ୍ସବ l ଜାତୀୟ ଶିକ୍ଷାନୀତି ପ୍ରଣୟନ ଆଧାରରେ ଆନୁଷ୍ଠାନିକ ଭାବେ ପିଲାଙ୍କୁ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ l ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ବଡ଼ଗଡ଼ ହାଇସ୍କୁଲରେ ଖଡ଼ି ଛୁଆଁ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ଯମନ୍ତ୍ରୀ l ନବରଙ୍ଗପୁରରେ ଶୁଭାରମ୍ଭ କରିବେ ଗଣଶିକ୍ଷା ମନ୍ତ୍ରୀ l ଶିକ୍ଷା ସଚେତନତା ରଥର ଶୁଭାରମ୍ଭ କରିବେ ନିତ୍ୟାନନ୍ଦ ଗଣ୍ଡ l

Author: vandeutkal
ଆପଣଙ୍କୁ ସ୍ଵାଗତ ! ଆମେ ଏକ ଅଗ୍ରଣୀ ତଥା ବିଶ୍ୱସ୍ତ ସମ୍ବାଦ ପ୍ରକାଶକ, ଆପଣଙ୍କୁ ସର୍ବଶେଷ ଖବର, କ୍ରୀଡା, ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ମନୋରଞ୍ଜନ, ସ୍ୱାସ୍ଥ୍ୟ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ଉପରେ ଅଦ୍ୟତନ ପ୍ରଦାନ କରୁ | ଆମର ଉଦ୍ଦେଶ୍ୟ ହେଉଛି ତୁମକୁ ସଠିକ୍ ଏବଂ ନିର୍ଭରଯୋଗ୍ୟ ଖବର ଯୋଗାଇବା, ତେଣୁ ତୁମେ ଦୁନିଆରେ କ’ଣ ଘଟୁଛି ସେ ବିଷୟରେ ଅବଗତ ରହିପାରିବ |
Post Views: 50